ମୃତ୍ୟୁ କିମ୍ବା ଅକ୍ଷମ ହେଲେ ପଞ୍ଚାୟତ ପ୍ରତିନିଧିଙ୍କୁ ମିଳିବ ଅନୁକମ୍ପାମୂଳକ ସହାୟତା:ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ପଞ୍ଚାୟତ ପ୍ରତିନିଧି ମାନଙ୍କ ପାଇଁ କାର୍ଯ୍ୟଅବଧି ସମୟରେ ମୃତ୍ୟୁ କିମ୍ବା ଅକ୍ଷମତା ଘଟିଲେ ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି।
ନିଷ୍ପତ୍ତି ଅନୁଯାୟୀ ପଞ୍ଚାୟତିରାଜ ବ୍ୟବସ୍ଥାରେ କାର୍ଯ୍ୟରତ…