ବିରୋଧୀଙ୍କୁ ଅପରାଜିତାଙ୍କ ଟାର୍ଗେଟ୍: କହିଲେ, ଓଡିଶା ବନ୍ଦ କରିବା ପୂର୍ବରୁ ନିଜ ଅମଳର ସମୀକ୍ଷା ଜରୁରୀ ଥିଲା
ଭୁବନେଶ୍ବର: ବାଲେଶ୍ବର ଫକୀର ମୋହନ ସ୍ବୟଂଶାସିତ କଲେଜରେ ଛାତ୍ରୀ ନିଜ ଜୀବନ ନେବା ଘଟଣାରେ ବିରୋଧୀ ଦଳ ସରକାରଙ୍କ ବିରୋଧରେ କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। ଏହାକୁ ନେଇ ବିଜେପି ପକ୍ଷରୁ ପାଲଟା ଜବାବ ଦିଆଯିବା ସହିତ କଂଗ୍ରେସ ଏବଂ ବିଜେଡିକୁ ସିଧାସଳଖ ଟାର୍ଗେଟ କରିଛନ୍ତି ବିଜେପି…