Latest Odisha News

BREAKING NEWS

ଚୋକର୍ସ ନୁହନ୍ତି…ଚାମ୍ପିୟନ

ଦକ୍ଷିଣ ଆଫ୍ରିକା ଟିମକୁ ଏବେ ଚାମ୍ପିୟନ କହିବା ଅଭ୍ୟାସ କରିବାକୁ ପଡିବ । ଚୋକର୍ସ ଟ୍ୟାଗରୁ ଉଠି ଏବେ ସେମାନେ ବିଶ୍ୱ ଚାମ୍ପିୟନ ହୋଇଛନ୍ତି । ଅନେକ ଥର ଭଲ ପ୍ରଦର୍ଶନ କରିବା ସତ୍ୱେ ଟାଇଟଲ ହାତେଇ ପାରୁ ନ ଥିଲେ । ଏବେ ଏଥିରେ ଫୁଲ ଷ୍ଟପ ପକାଇଛନ୍ତି ଟେମ୍ବା ବାଭୁମା ଓ ଟିମ । ବାଭୁମାଙ୍କ…

ବାଲାଘାଟରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର, ୪ ନକ୍ସଲ ନିହତ

ଭୋପାଳ: ମଧ୍ୟପ୍ରଦେଶର ବାଲାଘାଟ ଜିଲ୍ଲାରେ ସୁରକ୍ଷା ବାହିନୀ ଏକ ବଡ଼ ଅପରେସନ୍ ଚଳାଇଛନ୍ତି। ମଧ୍ୟପ୍ରଦେଶରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର। ବାଲାଘାଟ ଜିଲ୍ଲାର ପଚମା ଦାଦର ଜଙ୍ଗଲରେ କମ୍ବିଂ ଅପରେସନ ବେଳେ ମୁହାଁମୁହିଁ ହୋଇଛନ୍ତି ସୁରକ୍ଷାବାହିନୀ ଓ ନକ୍ସଲ। ସୁରକ୍ଷାକର୍ମୀଙ୍କ ଗୁଳିରେ ୪…

ମ୍ୟାଜିକାଲ୍ ସିଟ୍ ନମ୍ବର ‘୧୧ଏ’…୨୭ ବର୍ଷ ପୂର୍ବେ ମଧ୍ୟ ହୋଇଥିଲା ସମାନ ଚମତ୍କାର

ନୂଆଦିଲ୍ଲୀ: ଅହମ୍ମଦାବାଦ ବିମାନ ଦୁର୍ଘଟଣା ପରେ, ବିଶ୍ୱାସ କୁମାର ରମେଶଙ୍କ ଜୀବନ ବଞ୍ଚିଯିବା କୌଣସି ଚମତ୍କାରଠାରୁ କମ ନୁହେଁ। ସେହି ବିମାନରେ ଥିବା ୨୪୨ ଜଣଙ୍କ ମଧ୍ୟରୁ ରମେଶ ହିଁ ଏକମାତ୍ର ବ୍ୟକ୍ତି ଯିଏ ବଞ୍ଚି ଯାଇଥିଲେ। ରମେଶଙ୍କ ସିଟ୍ ନମ୍ବର ଥିଲା 11A। ବର୍ତ୍ତମାନ ଏହି ସିଟ୍‌ ନମ୍ବର…

ଡବ୍ଲ୍ୟୁଟିସି: ଦକ୍ଷିଣ ଆଫ୍ରିକା ନୂଆ ବିଶ୍ୱ ଚାମ୍ପିୟନ, ୨୭ ବର୍ଷ ପରେ ଜିତିଲା ଆଇସିସି ଟ୍ରଫି

ଲର୍ଡସ: ଦକ୍ଷିଣ ଆଫ୍ରିକା ଆଇସିସି ଫାଇନାଲରେ ଚୋକ ମାରୁଥିବା ମାନସିକତାରୁ ବାହାରକୁ ବାହାରି ଆସିଛି । ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନଶିପ ଫାଇନାଲରେ ଏଡେନ ମାର୍କରାମ ସ୍ମରଣୀୟ ଶତକ ଏବଂ ଅଧିନାୟକ ଟେମ୍ବା ବାଭୁମାଙ୍କ ଅର୍ଦ୍ଧଶତକ ସହାୟତାରେ ଦକ୍ଷିଣ ଆଫ୍ରିକା ୫ ୱିକେଟରେ ଅଷ୍ଟ୍ରେଲିଆକୁ ପରାସ୍ତ…

ଏଣିକି ପାଣିପାଗ ବାବଦରେ ପୂର୍ବାନୁମାନ କରିବ AI

ଭୁବନେଶ୍ୱର: ଆସନ୍ତା ୨ରୁ ୩ ଦିନ ମଧ୍ୟରେ ମୌସୁମୀ ବାୟୁ ସକ୍ରିୟ ହେବ । ଏବେ ଦକ୍ଷିଣ ଓଡ଼ିଶାରେ ମୌସୁମୀ ବାୟୁ ସକ୍ରିୟ ଅଛି । ତେବେ ଏହା ଭିତରେ ବଡ଼ ଖବର ଦେଇଛନ୍ତି ଆଇଏମ୍‌ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର । ସେ କହିଛନ୍ତି ଯେ, ଏଣିକି ପାଣିପାଗ ସମ୍ପର୍କରେ ପୂର୍ବାନୁମାନ କରିବ…

ଦୁଇ ସାଙ୍ଗ ମଧ୍ୟରେ ସାମାନ୍ୟ ବଚସାରୁ ଛୁରି ଭୁସି ହତ୍ୟା

ନୟାଗଡ଼: ଗଣିଆ ଥାନା କିଶୋର ପ୍ରସାଦ ପଞ୍ଚାୟତ ପାଣ୍ଡରାସିଂହା ଗ୍ରାମରେ ଯୁବକଙ୍କୁ ବୀଭତ୍ସ ହତ୍ୟା ।ପୁରୁଷୋତ୍ତମ ପ୍ରଧାନ ଏବଂ ତାଙ୍କ ବନ୍ଧୁଙ୍କ ମଧ୍ୟରେ କୌଣସି କାରଣରୁ ବଚସା ହୋଇଥିଲା। ଏଥିରେ ବନ୍ଧୁ ରାଗି ଯାଇ ପୁରୁଷୋତ୍ତମଙ୍କୁ ଏକ ଧାରୁଆ ଛୁରିରେ ଛାତିକୁ ଭୁସି ଦେଇଥିଲେ । ଗୁରୁତରଙ୍କ…

ଯାଜପୁରରେ ହୋଟେଲକୁ ସିଲ୍ କଲା ପ୍ରଶାସନ

ଯାଜପୁରରେ ଉତ୍କଟ ରୂପ ଧାରଣ କରିଛି ଡାଇରିଆ । ଏକାବେଳେ ୧୧ ଜଣ ରୋଗୀ ପଜିଟିଭ ବାହାରିବା ଚିନ୍ତା ବଢିଯାଇଛି । ସ୍ଥିତି ଅଣାୟତ ଥିବା ବେଳେ ଏବେ ଘଟଣାସ୍ଥଳରେ ପହଂଚି ସ୍ଥିତି ପରଖିଛନ୍ତି ଜାତୀୟ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶକ ଦି ବୃନ୍ଦା । ପ୍ରତିଦିନ ନୂଆ ରୋଗୀ ଡାକ୍ତରଖାନାରେ ଭର୍ତ୍ତି…

ରତ୍ନଭଣ୍ଡାର ସଂରକ୍ଷଣ କାର୍ଯ୍ୟ ଶୀଘ୍ର ସାରିବାକୁ ଶ୍ରୀମନ୍ଦିର ପ୍ରଶାସନର ଚିଠି

ପୁରୀ: ରତ୍ନଭଣ୍ଡାର ସଂରକ୍ଷଣ କାର୍ଯ୍ୟ ଶୀଘ୍ର ସାରିବାକୁ ଏଏସଆଇକୁ ଶ୍ରୀମନ୍ଦିର ପ୍ରଶାସନର ଚିଠି। ଏଏସଆଇକୁ ଚିଠି ଲେଖିଛନ୍ତି ଶ୍ରୀମନ୍ଦିର ପ୍ରଶାସକ ଡକ୍ଟର ଅରବିନ୍ଦ କୁମାର ପାଢ଼ୀ। ରଥଯାତ୍ରା ସମୟରେ ଜୁନ୍ ୨୮ରୁ ଜୁଲାଇ ୬ ମଧ୍ୟରେ ବାକି ଥିବା ରତ୍ନଭଣ୍ଡାର କାମ ତ୍ୱରାନ୍ବିତ କରି ଶୀଘ୍ର ଶେଷ…

ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ସରିଲା ବୈଠକ; ରଥରେ ଅଣସେବକ ଚଢ଼ିଲେ ରୁଜୁ ହେବ ମୋକଦ୍ଦମା

ପୁରୀ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଦଇତାପତିଙ୍କ ବୈଠକ ଆଜି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଦଇତାପତି ନିଯୋଗ ସଭାପତି ଓ ସମ୍ପାଦକଙ୍କ ସହ ବାଡଗ୍ରାହୀ ଓ ଯୁବ ଦଇତାପତି ଯୋଗ ଦେଇଥିଲେ । ଚଳିତ ବର୍ଷ ଗୋଟିଏ ଦିନରେ ନବଯୌବନ ଓ…

ଝାଡ଼ାବାନ୍ତି ଆକ୍ରାନ୍ତଙ୍କୁ ଭେଟିଲେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ, କାଲି ଆସିବେ ୧୪ ଜଣିଆ କେନ୍ଦ୍ରୀୟ ଟିମ୍‌

ଯାଜପୁର: ଯାଜପୁରରେ ହଇଜା ଓ ଝାଡ଼ାବାନ୍ତି ରୋଗ ବ୍ୟାପିବା ନେଇ ସ୍ଥିତି ଗମ୍ଭୀର ରହିଛି । ଏନେଇ ଯାଜପୁର ସ୍ଥିତି ସମୀକ୍ଷା ପାଇଁ ଓଡ଼ିଶା ଆସିବ କେନ୍ଦ୍ରୀୟ ଟିମ୍‌ । ୧୪ ଜଣିଆ କେନ୍ଦ୍ରୀୟ ଟିମ୍‌ ଜିଲ୍ଲାର ବିଭିନ୍ନ ସ୍ଥାନକୁ ଯାଇ ସ୍ଥିତି ଅନୁଧ୍ୟାନ କରିବେ । ଆଇସିଏମଆର, ଏନସିଡିସି,…