ଚାଷୀଙ୍କ ୨୦ତମ କିସ୍ତିକୁ ନେଇ ଆସିଲା ବଡ଼ ଖବର, ୨୦ରେ ଆସିବ ଆକାଉଣ୍ଟକୁ ଟଙ୍କା
ନୂଆଦିଲ୍ଲୀ: ଦେଶର କୋଟି କୋଟି ଚାଷୀଙ୍କ ପାଇଁ ଏକ ଆନନ୍ଦର ଖବର। ପ୍ରଧାନମନ୍ତ୍ରୀ କିସାନ ସମ୍ମାନ ନିଧି ଯୋଜନା (ପିଏମ-କିସାନ) ଅଧୀନରେ ଚାଷୀମାନେ ପ୍ରତିବର୍ଷ ୬,୦୦୦ ଟଙ୍କାର ଆର୍ଥିକ ସହାୟତା ପାଇଥାନ୍ତି, ଯାହା ତିନୋଟି ୨,୦୦୦ ଟଙ୍କାର ସମାନ କିସ୍ତିରେ ସିଧାସଳଖ ସେମାନଙ୍କ ବ୍ୟାଙ୍କ…