Latest Odisha News

BREAKING NEWS

ପୁଣି ପୋଲିସକୁ ବଡ଼ ସଫଳତା, ଦୁଇ ଦୁର୍ଦ୍ଦାନ୍ତ ମାଓବାଦୀ ଗିରଫ

ମାଲକାନଗିରି: ମାଓବାଦୀ ଅଭିଯାନ କ୍ଷେତ୍ରରେ ମାଲକାନଗିରି ପୋଲିସକୁ ଆଜି ଏକ ବଡ ସଫଳତା ମିଳିଛି। ଦୁଇ ଜଣ ଦୁର୍ଦ୍ଦାନ୍ତ ମାଓବାଦୀଙ୍କୁ ଗିରଫ କରାଯାଇଛି। ଗିରଫ ହୋଇଥିବା ଦୁଇ ମାଓବାଦୀ ହେଉଛନ୍ତି କେସା କୱାସି ଓ ରାକେଶ ଓରଫ ସାନୁ କୁଞ୍ଜମ। ମାଓବାଦୀ କେସା କୱାସିର ଘର ଛତିଶଗଡ଼ର ବସ୍ତର…

ବଢିଲା ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ଓ ହୋମଗାର୍ଡଙ୍କ ଭତ୍ତା ରାଶି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ଓ ହୋମଗାର୍ଡଙ୍କ ଦୈନିକ ଭତ୍ତା ପରିମାଣ ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ମାନଙ୍କର ଦୈନିକ ଡ୍ୟୁଟି ଭତ୍ତା ପରିମାଣ ୩୧ ଟଙ୍କାରୁ ୧୫୦…

ସ୍କୁଲରେ ରହିବ ମାନ ପରୀକ୍ଷଣ ରେଜିଷ୍ଟର, ମଧ୍ୟାହ୍ନ ଭୋଜନ ଖାଇ ମାନ ପରଖିବେ ଅଭିଭାବକ

ଭୁବନେଶ୍ୱର: ଏଣିକି ମଧ୍ୟାହ୍ନ ଭୋଜନ ଖାଇ ମାନ ପରଖିବେ ଅଭିଭାବକ। ସ୍କୁଲରେ ରହିବ ମାନ ପରୀକ୍ଷଣ ରେଜିଷ୍ଟର। ଆସନ୍ତା ୧୮ ତାରିଖରୁ ସ୍କୁଲ ଖୋଲିବ। ସ୍କୁଲ ଖୋଲିବା ପୂର୍ବରୁ ମଧ୍ୟାହ୍ନ ଭୋଜନକୁ ନେଇ ସତର୍କ ହୋଇଛି ରାଜ୍ୟ ପିଏମ୍‌ ପୋଷଣ ୟୁନିଟ୍‌। ଶିଶୁବାଟିକାରୁ ଦଶମ ଶ୍ରେଣୀ ଯାଏ ପିଲାଙ୍କୁ…

ସକାଳେ ବିଜ୍ଞାପନ, ଅପରାହ୍ଣରେ ଦୁର୍ଘଟଣା: ଚର୍ଚ୍ଚାରେ ଖବରକାଗଜ ଫ୍ରଣ୍ଟପେଜ୍…

ଅହମ୍ମଦାବାଦ: ଅହମ୍ମଦାବାଦ ଦୁର୍ଘଟଣା ଭିତରେ ଚର୍ଚ୍ଚାରେ ଗୁଜୁରାଟ ଖବରକାଗଜର ଫ୍ରଣ୍ଟ୍ ପେଜ୍ । ସକାଳେ ବିଜ୍ଞାପନରେ ଦିଆଯାଇଥିବା ଦୃଶ୍ୟ, ଅପରାହ୍ଣରେ ସତରେ ପରିଣତ ହେଲା । ଗୁରୁବାର ଦିନ ଏୟାର ଇଣ୍ଡିଆ ବିମାନକୁ ନେଇ ଏକ ସମ୍ବାଦପତ୍ରର ପ୍ରଥମ ପୃଷ୍ଠାର ବିଜ୍ଞାପନ ଚର୍ଚ୍ଚାରେ ରହିଛି, ଯାହା…

ଝଡ଼ବର୍ଷା ନେଇ ୨ ଜିଲ୍ଲାକୁ ଅରେଞ୍ଜ ସତର୍କତା

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଶୁକ୍ରବାର ଅପରାହ୍ନ ୩.୩୦ ପର୍ଯ୍ୟନ୍ତ ଓଡ଼ିଶାର ଦୁଇଟି ଜିଲ୍ଲା ପାଇଁ ଅରେଞ୍ଜ ସତର୍କତା ଜାରି କରିଛି। ଏହି ସମୟ ମଧ୍ୟରେ ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ା ଜିଲ୍ଲାର ଅନେକ ସ୍ଥାନରେ ୪୦-୫୦ କିଲୋମିଟର ବେଗରେ ପବନ ବହିବା ସହିତ ମଧ୍ୟମ ଧରଣର…

‘କିଏ ଜାଣେ କେବେ କାହାର ଶେଷ ଯାତ୍ରା ହେବ’: ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ଭାବୁକ ହେଲେ ଅନୁପମ

ମୁମ୍ବାଇ: ଗୁରୁବାର ଅପରାହ୍ନରେ ଏୟାର ଇଣ୍ଡିଆ ଡ୍ରିମଲାଇନର ଦୁର୍ଘଟଣାରେ ବରିଷ୍ଠ ଅଭିନେତା ଅନୁପମ ଖେର ଦୁଃଖ ପ୍ରକାଶ କରିଛନ୍ତି । ଯେଉଁଥିରେ ୨୬୫ ଜଣ ଲୋକ ପ୍ରାଣ ହରାଇଛନ୍ତି । ଶୋକସନ୍ତପ୍ତ ପରିବାରଙ୍କୁ ସାନ୍ତ୍ବନା ଦେଇ ସେମାନଙ୍କ ସହ ଅଛନ୍ତି ବୋଲି କହିଛନ୍ତି ଅନୁପମ । ଏନେଇ ନିଜ…

କେମିତି ବଞ୍ଚିଲେ ବିଶ୍ବାସ….କହିଲେ ସେ ଛାତିଥରା କାହାଣୀ…..

ଅହମ୍ମଦାବାଦ: କଥାରେ ଅଛି, ରଖିଲେ ହରି, ମାରିବ କିଏ?, ଏହି ଉକ୍ତିଟି  ବିଶ୍ବାସ କୁମାର ରମେଶଙ୍କ ପାଇଁ ଆଜି ସତ ହୋଇଯାଇଛି । ଏତେ ବଡ ଦୁର୍ଘଟଣା, ୨୪୨ ଜଣଙ୍କ ମଧ୍ୟରୁ ୨୪୧ ଜଣଙ୍କର ମୃତ୍ୟୁ, ହେଲେ ବିମାନ ଦୁର୍ଘଟଣା ପରେ ନିଜେ ମୃତ୍ୟୁ ମୁହଁରୁ ଚାଲିକି ବାହାରି ଆସିଲେ । ଇଏ ଚମତ୍କାର ନୁହେଁ…

ପ୍ରତି ପଞ୍ଚାୟତରେ ଖୋଲିବ ଜନପୋଷଣ କେନ୍ଦ୍ର: ଖାଦ୍ୟ ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର: ସରକାରଙ୍କ ବର୍ଷେ ପୂର୍ତ୍ତି ଉପଲକ୍ଷେ ଖାଉଟିଙ୍କୁ ଭେଟି। ପ୍ରତି ପଞ୍ଚାୟତରେ ଖୋଲିବ ଜନପୋଷଣ କେନ୍ଦ୍ର। ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର। ରିହାତି ଦରରେ ରାସନ ସାମଗ୍ରୀ ଯୋଗାଇ ଦିଆଯିବ। ସବସିଡି ଦରରେ ଚାଉଳ, ଅଟା, ଚିନି, ଲୁଣ, ଡାଲି ପରି ଅତ୍ୟାବଶ୍ୟକୀୟ…

ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ; ଫୁକେତରେ ଏମର୍ଜେନ୍ସି ଲ୍ୟାଣ୍ଡିଂ 

ନୂଆଦିଲ୍ଲୀ: ଥାଇଲ୍ୟାଣ୍ଡର ଫୁକେତରେ ଏୟାର ଇଣ୍ଡିଆର ଏକ ବିମାନକୁ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି। ଏହି ବିମାନଟି ଫୁକେଟରୁ ନୂଆଦିଲ୍ଲୀ ଆସୁଥିଲା। କିନ୍ତୁ ଶୁକ୍ରବାର ଦିନ ବୋମା ଧମକ ପରେ ଏହାକୁ ଜରୁରୀକାଳୀନ ଅବତରଣ କରିବାକୁ ପଡିଥିଲା। ଏକ ରିପୋର୍ଟ ଅନୁଯାୟୀ, ଏୟାର ଇଣ୍ଡିଆର ବିମାନ…

ଅହମ୍ମଦାବାଦ ବିମାନ ଦୁର୍ଘଟଣା; ଅଭିନେତା ବିକ୍ରାନ୍ତ ମେସିଙ୍କ ସମ୍ପର୍କୀୟ ଭାଇଙ୍କ ମୃତ୍ୟୁ

ମୁମ୍ବାଇ: ଅଭିନେତା ବିକ୍ରାନ୍ତ ମେସିଙ୍କ ଫାମିଲି ଫ୍ରେଣ୍ଡ୍ ତଥା ସମ୍ପର୍କୀୟ ଭାଇ କ୍ଲାଇଭ କୁଣ୍ଡରଙ୍କର ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। କ୍ଲାଇଭ କୁଣ୍ଡର ଦୁର୍ଘଟଣାଗ୍ରସ୍ତ ବିମାନର କୋ-ପାଇଲଟ ଥିଲେ। ବିକ୍ରାନ୍ତ ମେସି ନିଜ ଇନଷ୍ଟାଗ୍ରାମରେ ଏହି ସୂଚନା ଦେଇଛନ୍ତି। ଏହି…