ଶିଳ୍ପ ବିକାଶକୁ ତ୍ୱରାନ୍ୱିତ କରିବ ଇଡ୍କୋ: ୩୭ଟି ପ୍ରକଳ୍ପକୁ ଜମି ବଣ୍ଟନ କମିଟିର ଅନୁମୋଦନ
ଭୁବନେଶ୍ୱର: ଓଡ଼ିଶାର ଶିଳ୍ପ ବିକାଶ ଏବଂ ବ୍ୟବସାୟିକ ଅନୁକୂଳ ବାତାବରଣକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ଇଡକୋ (IDCO) ଜମି ବଣ୍ଟନ କମିଟି (LAC) ପକ୍ଷରୁ ୩୭ଟି ପ୍ରକଳ୍ପ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଓଡ଼ିଶାରେ ଶିଳ୍ପ ବିକାଶକୁ ଅଧିକ ଗତିଶୀଳ କରିବା ଏବଂ ନିବେଶକଙ୍କ ପାଇଁ ବ୍ୟବସାୟିକ…