କମିବ ଦୁର୍ନୀତି, ଆସିବ ସ୍ୱଚ୍ଛତା: ଅନଲାଇନ୍ରେ ହେବ ଅଭିଯୋଗ ସମାଧାନ
ଭୁବନେଶ୍ୱର: ଆଉ ରହିବନି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହଜିବାର ଚିନ୍ତା। ପ୍ରାଥମିକ କୃଷି ସମବାୟ ସମିତି(ପାକ୍ସ) ଗୁଡ଼ିକରେ କମିବ କାଗଜପତ୍ରରେ କାରବାର। କମିବ ଦୁର୍ନୀତି, ଆସିବ ସ୍ୱଚ୍ଛତା। କାରଣ ରାଜ୍ୟର ସମସ୍ତ ପାକ୍ସଗୁଡ଼ିକ ହେବ ଡିଜିଟାଇଜେସନ୍। ଅନଲାଇନ୍ରେ ତଥ୍ୟ ରହିବା ସହିତ ପରିଚାଳିତ ହେବ।…