ଏଫଏମ କଲେଜ ଛାତ୍ରୀଙ୍କ ଆତ୍ମହୁତି ଘଟଣା; ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡିଲେ ନବୀନ
ଭୁବନେଶ୍ୱର: ବାଲେଶ୍ୱରର ଏଫଏମ (ସ୍ୱୟଂଶାସିତ) କଲେଜର ଜଣେ ଛାତ୍ରୀଙ୍କ ଆତ୍ମହୁତି ଘଟଣାରେ ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ରବିବାର ରାଜ୍ୟପାଳ ହରି ବାବୁ କାମ୍ଭମପତିଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି।
"ଓଡିଶାର ପ୍ରମୁଖ ବିଶ୍ୱବିଦ୍ୟାଳୟ ମଧ୍ୟରୁ ଗୋଟିଏ ହେଉଛି ଏଫଏମ…