ସରକାରଙ୍କ ବର୍ଷପୂର୍ତ୍ତି ନେଇ ନବୀନଙ୍କ ସମାଲୋଚନା: ‘କହୁଛନ୍ତି ଲୋକଙ୍କ ସରକାର, ହେଲେ ଲୋକ କାହାନ୍ତି?’
ଭୁବନେଶ୍ବର: ବିଜେପି ସରକାରଙ୍କ ବର୍ଷପୂର୍ତ୍ତି ଅବସରରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସରକାରଙ୍କୁ ଖାଲି ପ୍ରଚାର ପ୍ରଚାର ସର୍ବସ୍ବ କହି କଡା ସମାଲୋଚନା କରିଛନ୍ତି ନବୀନ ।
ତେବେ ଆଜି ଶଙ୍ଖ ଭବନରେ ଆୟୋଜିତ ବିଜେଡିର ଜନଜାଗରଣ କାର୍ଯ୍ୟକ୍ରମରେ…