୩ନକଲି ମାଓବାଦୀ ଗିରଫ; ବ୍ୟବସାୟୀଙ୍କୁ କରୁଥିଲେ ୫୦ ଲକ୍ଷ ଦାବି
ରାୟଗଡ଼ା: ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ ଅନ୍ତର୍ଗତ ଦୋରାଗୁଡ଼ା ପୋଲିସ ୩ ନକଲି ମାଓବାଦୀଙ୍କୁ ଗିରଫ କରିଛି। ଗିରଫ ମଧ୍ୟରେ ଦୁଇଜଣ ଯୁବକ କୁପାଖାଲ ଗ୍ରାମର ବିନୋଦ ବାଗ ଓ ମାଳିଗୁଡ଼ା ଗ୍ରାମର ନରେଶ ନାଏକ ଓ ଅନ୍ୟଜଣେ ନାବାଳକ ରହିଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି ।
ସୂଚନାଥାଉକି, ବିନୋଦ…