ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ପ୍ରମୁଖ ପ୍ରସଙ୍ଗ ଉପରେ ଆଲୋଚନା…
ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜ୍ୟର ବିକାଶ ଏବଂ ଭବିଷ୍ୟତ ରଣନୀତି ସମ୍ବନ୍ଧୀୟ ପ୍ରମୁଖ ପ୍ରସଙ୍ଗ ଉପରେ ଆଲୋଚନା କରିଛନ୍ତି।
ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋସିଆଲ…