ବିଦ୍ୟୁତ ଆଘାତରେ ଆଖିବୁଜିଲେ ୩ ଶ୍ରମିକ
ବାଲେଶ୍ବର : ବାଲେଶ୍ୱର ଜିଲ୍ଲା ଖଇରା ଥାନା ଝିଙ୍କିରିଆ ପଞ୍ଚାୟତ ଗଗନଧୂଳି ଗାଁରେ ଅଘଟଣ ।ବିଦ୍ୟୁତ ଆଘାତରେ ୩ ଶ୍ରମିକଙ୍କ ଚାଲିଗଲା ଜୀବନ ।
ସୂଚନା ଅନୁସାରେ ଗଗନଧୂଳି ଗାଁର ବାପି ମାଝୀଙ୍କର ଘରେ ଆଜି ଶ୍ରମିକମାନେ ପାଇଖାନା ଟାଙ୍କି ପାଇଁ କାମ କରୁଥିବା ହଠାତ୍ ସମସ୍ତ ଶ୍ରମିକ ବିଦ୍ୟୁତ…