Latest Odisha News

BREAKING NEWS

ସାବାଡ୍ ହେଉଛନ୍ତି ବାଲି ମାଫିଆ, ଚାଲିଛି ଘନ ଘନ ରେଡ୍

ଭୁବନେଶ୍ବର: ସାବାଡ୍ ହେଉଛନ୍ତି ବାଲି ମାଫିଆ । ରାଜ୍ୟରେ ଚୋରା ବାଲି, ମୋରମ ଏବଂ ମାଙ୍କଡା ପଥର ମାଫିଆଙ୍କ ବିରୋଧରେ ଏବେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି । ଚାଲିଛି ଘନ ଘନ ରେଡ୍ । ରାଜ୍ୟ ତମାମ ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ବାଲି ବୋଝେଇ ଟ୍ରାକ୍ଟର, ଟ୍ରକ,…

ଶ୍ରୀଦେବୀଙ୍କ ଫିଲ୍ମ ‘ମମ୍’ର ସିକ୍ବେଲରେ ନଜର ଆସିବେ ଝିଅ ଖୁସି କପୁର

ମୁମ୍ବାଇ: ଶ୍ରୀଦେବୀଙ୍କ ଶେଷ ଫିଲ୍ମ "ମମ୍" ୨୦୧୭ରେ ମୁକ୍ତିଲାଭ କରିଥିଲା। ବକ୍ସ ଅଫିସରେ ମଧ୍ୟ ହିଟ୍ ହୋଇଥିଲା ଏହି ଫିଲ୍ମ। ଏହାର କାହାଣୀଠାରୁ ଆରମ୍ଭ କରି ଅଭିନୟ ପର୍ଯ୍ୟନ୍ତ ସବୁକିଛି ଦର୍ଶକଙ୍କୁ ପସନ୍ଦ ଆସିଥିଲା। ଏବେ ଶ୍ରୀଦେବୀ ଆଉ ଏହି ଦୁନିଆରେ ନାହାନ୍ତି। କିନ୍ତୁ ପ୍ରଯୋଜକ ତଥା…

‘ବନ୍ଦେ ଉତ୍କଳ ନୁହେଁ…ଗାଅ…ବନ୍ଦେ ଓଡିଶା ଜନନୀ’

ଭୁବନେଶ୍ବର: ‘କାହିଁକି ବନ୍ଦେ ଉତ୍କଳ ଜନନୀ ଗାଇବେ? ବନ୍ଦେ ଓଡିଶା ଜନନୀ ଗାଇଲେ ମୋର କିଛି ଆପତ୍ତି ନାହିଁ ।’ କିଛି ଏଭଳି କହି ଉତ୍କଳ ଏବଂ କୋଶଳ ଓ କଳିଙ୍ଗ ପ୍ରସଙ୍ଗ ଉଠାଇଥିବା ଜୟନାରାୟଣ ଏବେ ଏନେଇ ସ୍ପଷ୍ଟିକରଣ ଦେଇଛନ୍ତି । କହିଛନ୍ତି, ମୁଁ ବିଭାଜନ ନେଇ କୌଣସି କଥା କହିନାହିଁ । ମୁଁ…

ରାସ୍ତାରେ ଉଲଗ୍ନ ହୋଇ ଆନ୍ଦୋଳନ କରୁଛନ୍ତି ମହିଳା, ଜାଣନ୍ତୁ କେବେଠାରୁ ଆରମ୍ଭ ହୋଇଥିଲା ‘ଟପଲେସ୍…

ନୂଆଦିଲ୍ଲୀ: ପ୍ୟାରିସରେ ଫାସୀବାଦ ବିରୋଧରେ ମହିଳାମାନେ ଟପଲେସ୍ (ମୁକ୍ତ ବକ୍ଷ) ହୋଇ ପ୍ରତିବାଦ କରିଛନ୍ତି। ୮ ମାର୍ଚ୍ଚରେ ଯେତେବେଳେ ସାରା ବିଶ୍ୱରେ ମହିଳା ଦିବସ ପାଳନ କରାଯାଉଥିଲା, ସେହି ସମୟରେ ଫ୍ରାନ୍ସରେ ମହିଳାମାନେ ଟପଲେସ୍ ପ୍ରତିବାଦ ଶୋଭାଯାତ୍ରା ବାହାର କରିଥିଲେ। ଏହି ପ୍ରଦର୍ଶନ…

ଗହୀରମଥାରେ ଅଲିଭ ରିଡଲେଙ୍କ ଗଣ ବସା, ରେକର୍ଡ ସଂଖ୍ୟକ ଅଣ୍ଡାଦାନ

ପଟ୍ଟାମୁଣ୍ଡାଇ: ଗହୀରମଥାରେ କଇଁଛଙ୍କ ରେକର୍ଡ ସଂଖ୍ୟକ ଅଣ୍ଡାଦାନ । ୬ ଲକ୍ଷ ୬୦ ହଜାର ଅଲିଭ ରିଡଲେ କଇଁଛ ଅଣ୍ଡାଦାନ କରିଛନ୍ତି । ଏବର୍ଷ ମାର୍ଚ୍ଚ ୫ରୁ ୧୦ ତାରିଖ ଯାଏ ୬.୬ ଲକ୍ଷ କଇଁଛ ଅଣ୍ଡାଦାନ କରିଛନ୍ତି । ଏନେଇ ସୂଚନା ଦେଇଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ ସୁଦର୍ଶନ ଗୋପୀନାଥ ।…

ରାଜ୍ୟରେ ବର୍ତ୍ତମାନ ମୋଟ ୮୫୫ ଟି ଆମ୍ବୁଲାନ୍ସ କାର୍ଯ୍ୟକ୍ଷମ ଅଛି: ମନ୍ତ୍ରୀ

ଭୁବନେଶ୍ୱର: ବିଧାନସଭାରେ ବିଧାୟକ ମାନସ କୁମାର ଦତ୍ତ ପ୍ରଶ୍ନ କରିଥିଲେ ଯେ, ଓଡିଶାରେ ୧୦୮ ଆମ୍ବୁଲାନ୍ସ ସେବା ଉପଲବ୍ଧ କରାଇବା କେତେଗୋଟି ଆମ୍ବୁଲାନ୍ସ ବର୍ତ୍ତମାନ କାର୍ଯ୍ୟକ୍ଷମ ଅଛି; କେତେଗୋଟି ନୂଆ ଆମ୍ବୁଲାନ୍ସ ଆଣିବାର ଯୋଜନା ରହିଛି ? ଯାହାର ଉତ୍ତର ଦେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

୮ମାସରେ ୬ଟା ମୁଣ୍ଡ ନେଲାଣି ‘ମୋ ବସ୍’

ଭୁବନେଶ୍ବର: ଗତ ୮ ମାସ ଭିତରେ ୬ଟା ଜୀବନ ନେଲାଣି ‘ମୋ ବସ୍’ । ଏନେଇ ଆଜି ଗୃହରେ ଉତ୍ତର ରଖିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର । ଜୁନ୍ ୨୦୨୪ ପରଠାରୁ ଭୁବନେଶ୍ୱର, କଟକ ଏବଂ ପୁରୀ ଅଞ୍ଚଳରେ 'ମୋ ବସ୍' ସହିତ ହୋଇଥିବା ୧୯ଟି ଦୁର୍ଘଟଣାରେ ମୋଟ ୬ ଜଣ ପ୍ରାଣ ହରାଇଛନ୍ତି…

ସୀମା ପୁନଃ ନିର୍ଦ୍ଧାରଣ ନେଇ ଡିଏମକେ ନେତାଙ୍କ ସମର୍ଥନରେ ନବୀନ

ଭୁବନେଶ୍ୱର: ଡିଏମକେର ବରିଷ୍ଠ ନେତା ଟିଆରବି ରାଜା ଏବଂ ଦୟାନିଧି ମାରନ ମଙ୍ଗଳବାର ଦିନ ଭୁବନେଶ୍ୱରରେ ବିଜେଡି ସଭାପତି ତଥା ଓଡ଼ିଶାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ଡିଏମକେ ନେତାମାନେ ସୀମା ପୁନଃ ନିର୍ଦ୍ଧାରଣ ପ୍ରସଙ୍ଗରେ ଚିନ୍ତା ପ୍ରକାଶ କରିବା ସହ…

ମରିସସରେ ମୋଦୀଙ୍କୁ ଭବ୍ୟ ସ୍ଵାଗତ, ବିହାରୀ ସଙ୍ଗୀତରେ କମ୍ପିଲା ରାସ୍ତାଘାଟ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମରିସସରେ ପହଞ୍ଚିଛନ୍ତି। ମୋଦୀ ଆଜିଠୁ ୨ ଦିନିଆ ମରିସସ୍ ଗସ୍ତରେ ଅଛନ୍ତି। ଏଠାରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି। ମରିସସ ପ୍ରଧାନମନ୍ତ୍ରୀ ନବୀନଚନ୍ଦ୍ର ରାମଗୁଲାମ ନିଜେ ପ୍ରଧାନମନ୍ତ୍ରୀଙ୍କୁ ବିମାନବନ୍ଦରରେ ସ୍ବାଗତ କରିଛନ୍ତି। ତାଙ୍କୁ…