ଲଘୁଚାପ ପ୍ରଭାବରେ ଭିଜୁଛି ସାରା ଓଡ଼ିଶା
ଭୁବନେଶ୍ୱର: ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳ ଉପରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଯାହା ଆସନ୍ତା ୨-୩ ଦିନ ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଝାଡ଼ଖଣ୍ଡ ଏବଂ ଉତ୍ତର ଛତିଶଗଡ଼ ଆଡ଼େ ମୁହାଁଇବ।
ଲଘୁଚାପ ପ୍ରଭାବରେ…