ବର୍ଷା ଓ ବନ୍ୟା ପାଇଁ ସରକାରୀ ଅଫିସରଙ୍କ ଛୁଟି ବାତିଲ;୩ଜିଲ୍ଲାକୁ ଗଲେ ୩ ବରିଷ୍ଠ ଅଧିକାରୀ
ଭୁବନେଶ୍ୱର:ରାଜ୍ୟରେ ଲଗାଣ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟା ସ୍ଥିତି ନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି।…