ଭଦ୍ରକରେ ୨୭୫ କୋଟି ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭଦ୍ରକ ଜିଲ୍ଲାର ବାଲିଆପଡା ଠାରେ ପ୍ରାୟ ୨୭୫ କୋଟି ଟଙ୍କାର ମୋଟ ୧୩ଟି ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।
ଏହା ସହିତ ଭଦ୍ରକରେ ସରକାରୀ ବିଶ୍ୱବିଦ୍ୟାଳୟ ସ୍ଥାପନା ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ବହୁ…