ଭିଜିଲାନ୍ସ ଜାଲରେ ତାଳଚେର ଥାନା ଏଏସଆଇ
ତାଳଚେର: ଭିଜିଲାନ୍ସ ଜାଲରେ ତାଳଚେର ଥାନା ଏଏସଆଇ ଧରଣୀଧର ନାଥ । ୪୧ ସିଆରପିସି ବେଲ୍ କରାଇ ଦେବା ପାଇଁ ଜନ୍ଦାବାହାଳ ଗ୍ରାମର ପ୍ରୀତି ରଞ୍ଜନ ଭୁକ୍ତାଙ୍କ ଠାରୁ ନେଉଥିଲେ ୩ ହଜାର ଟଙ୍କା ଲାଞ୍ଚ । ଲାଞ୍ଚ ନେବାବେଳେ ମାଡ଼ି ବସିଲା ଭିଜିଲାନ୍ସ ।
ଧରଣୀଧରଙ୍କ ପୈତୃକ ଘର ଛେଣ୍ଡିପଦା ଖମାର…