ଟିଏସଜି ଗୁରୁକୂଳ ପରିସରରେ ସାହିତ୍ୟ ପତ୍ରିକା “ଅନ୍ନପୂର୍ଣ୍ଣା” ଉନ୍ମୋଚିତ
ଭୁବନେଶ୍ୱର: ସମ୍ ହସ୍ପିଟାଲ ନିକଟ ଗୋଠପାଟଣା ଠାରେ ଟିଏସ୍ଜି ଗୁରୁକୂଳ ପରିସରରେ ଅନ୍ନପୂର୍ଣ୍ଣା ସାହିତ୍ୟ ପରିଷଦ ଆନୁକୂଲ୍ୟରେ ଓଡ଼ିଆ ସାହିତ୍ୟର ନବମୂର୍ଚ୍ଛନା, “ଅନ୍ନପୂର୍ଣ୍ଣା” ପତ୍ରିକାର ରଥଯାତ୍ରା ବିଶେଷାଙ୍କ-୨୦୨୫ ଉନ୍ମୋଚିତ ହୋଇଯାଇଛି । ଭାଷା ହିଁ ଗୋଟିଏ ଜାତିର ପ୍ରାଣ ଏବଂ ସାହିତ୍ୟ…