ରାସ୍ତାରୁ ହଟିବ ଡିଜେଲ୍ ଚାଳିତ ଆମ ବସ୍: ମନ୍ତ୍ରୀ
ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ 'ଆମ ବସ୍' ସେବା ଅଧୀନରେ ଡିଜେଲ ଚାଳିତ ବସ୍ଗୁଡ଼ିକୁ ସମ୍ପୂର୍ଣ୍ଣ ଭାବରେ ବନ୍ଦ କରାଯିବ।
ଏଥିସହିତ ସେଗୁଡ଼ିକୁ ସମ୍ପୂର୍ଣ୍ଣ ଭାବରେ ବୈଦ୍ୟୁତିକ ଯାନ (ଇଭି) ସହିତ ବଦଳାଇବା ପାଇଁ ଯୋଜନା ଚାଲିଥିବା ନେଇ ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ…