Latest Odisha News

BREAKING NEWS

ଭିଜିଲାନ୍ସ ହାତରେ ଧରାପଡିଥିବା ଯୋଗାଣ ନିରୀକ୍ଷକ ବବିଲତା ବେହେରାଙ୍କୁ ୪ ବର୍ଷ କାରାଦଣ୍ଡାଦେଶ

ଅନୁଗୁଳ: ଜଣେ କଣ୍ଟ୍ରୋଲ ଦୋକାନୀ ଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଥିବା ଯୋଗାଣ ନିରୀକ୍ଷକ ବବି ଲତା ବେହେରାଙ୍କୁ ୪ ବର୍ଷ କାରାଦଣ୍ଡ ଶୁଣାଇଛନ୍ତି ଅନୁଗୁଳ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ । ଏହା ସହ ୨୫ ହଜାର ଟଙ୍କା ଜୋରିମନା ଦେବାକୁ ଧାର୍ଯ୍ୟ ହୋଇଛି । ଯଦି ଜୋରିମନା ଅନାଦେୟ ହୁଏ…

ଶରଧାବାଲିରେ ଦଳାଚକଟା ଘଟଣାରେ ରାଜ୍ୟ ମାନବାଧିକାର କମିଶନଙ୍କ ନୋଟିସ୍

ପୁରୀ: ଶରଧାବାଲିରେ ଦଳାଚକଟା ଘଟଣାରେ ରାଜ୍ୟ ମାନବାଧିକାର କମିଶନଙ୍କ ନୋଟିସ୍ । ପୁରୀ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ଜବାବ ତଲବ କରିଛନ୍ତି କମିଶନ । ଆହତମାନଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । କେଉଁ ପରିସ୍ଥିତିରେ ଏତେ ବଡ଼ ଅଘଟଣ ଘଟିଲା ତା’ ଉପରେ…

ଆଉ ସ୍ଲିପ ପୋଜିଶନରେ ଫିଲ୍ଡିଂ କରିବେନି ଯଶସ୍ୱୀ

ଏଜବେଷ୍ଟନ: ଭାରତ ଓ ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ କ୍ରିକେଟ ଟେଷ୍ଟ ଏଜବାଷ୍ଟନରେ ଜୁଲାଇ ୨ରୁ ଆରମ୍ଭ ହେବ । ୫ ମ୍ୟାଚ ବିଶିଷ୍ଟ ତେନ୍ଦୁଲକର-ଆଣ୍ଡରସନ ଟ୍ରଫିରେ ଭାରତ ଏବେ ୦-୧ରେ ପଛୁଆ ରହିଛି । ପ୍ରଥମ ଟେଷ୍ଟରେ ଖରାପ ଫିଲ୍ଡିଂ ପ୍ରଦର୍ଶନ କରିଥିବା ଯଶସ୍ୱୀ ଜୈସୱାଲଙ୍କୁ ଏଥର ସ୍ଲିପ ପୋଜିଶନରେ…

କ୍ୟାପଟେନ କୁଲକୁ ଟ୍ରେଡମାର୍କ କରିବା ପାଇଁ ଆବେଦନ କଲେ ଧୋନୀ

ରାଂଚୀ: ଭାରତୀୟ କ୍ରିକେଟ ଟିମର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ କ୍ରିକେଟ ଦୁନିଆରେ କ୍ୟାପଟେନ କୁଲ ଭାବେ ପରିଚିତ । ଏବେ ଧୋନୀ କ୍ୟାପଟେନ କୁଲ ଶବ୍ଦକୁ ଟ୍ରେଡମାର୍କ କରିବା ପାଇଁ ଆବେଦନ କରିଛନ୍ତି । ଯଦି ତାଙ୍କୁ ଏଥିପାଇଁ ଅନୁମତି ମିଳିବ ତେବେ ଅନ୍ୟ କୌଣସି ବ୍ୟକ୍ତି କିମ୍ବା…

ଏକ୍ସପ୍ରେସୱେ ଏବଂ ହାଇୱେ ମଧ୍ୟରେ କ’ଣ ପାର୍ଥକ୍ୟ?

ନୂଆଦିଲ୍ଲୀ: ବିଶ୍ୱର ଅଧିକାଂଶ ଲୋକ ଗାଡ଼ି ଚଲାନ୍ତି। କିନ୍ତୁ ଯଦି ଆଜି ଅନେକ ଲୋକଙ୍କୁ ପଚରାଯାଏ ଯେ ହାଇୱେ ଏବଂ ଏକ୍ସପ୍ରେସୱେ ମଧ୍ୟରେ ପାର୍ଥକ୍ୟ କ’ଣ, ତେବେ ଏହାର ବହୁତ କମ୍ ଲୋକ ଜାଣିଥିବେ, ଆସନ୍ତୁ ଆଜି ଜାଣିବା। ଯେତେବେଳେ ଆମକୁ କୌଣସି ଦୂର ସ୍ଥାନକୁ ଯିବାକୁ ପଡ଼େ, ଆମେ ସେଠାରେ…

ଜୈବିକ ଚାଉଳରେ ମହାପ୍ରଭୁଙ୍କ ପାଇଁ ପ୍ରସ୍ତୁତ ହେଲା କୋଠ ଭୋଗ

ପୁରୀ: ବିଶ୍ବପ୍ରସିଦ୍ଧ ରଥଯାତ୍ରାର ଆଜି ଚତୁର୍ଥ ଦିବସ । ଆଜିଠାରୁ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ଜନ୍ମବେଦୀ ଗୁଣ୍ଡିଚା ମନ୍ଦିର ଆଡ଼ପ ଦର୍ଶନ । ଆଜି ପ୍ରଥମ ଦିନ ହୋଇଥିବାରୁ ଭକ୍ତଙ୍କ ଅସମ୍ଭବ ଭିଡ ପରିଲିକ୍ଷିତ ହୋଇଛି । ଲମ୍ବା ବ୍ୟାରିକେଡ଼ରେ ଭକ୍ତ ଶ୍ରଦ୍ଧାଳୁ ଚତୁର୍ଦ୍ଧାବିଗ୍ରହଙ୍କ ଦର୍ଶନ…

ସମସ୍ତଙ୍କର ଧାନ କିଣା ଯିବ, ଟୋକନ୍‌ ଲାପ୍ସ ଯିବନି: ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର : ଧାନ କିଣା ଅବଧି ସରିଥିଲେ ବି ସମସ୍ତ ଟୋକନରୁ ଧାନ କିଣିବେ ସରକାର । ଏନେଇ ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।ସରକାର ୧୯ ଲକ୍ଷ ମେଟ୍ରିକ୍‌ ଟନ୍‌ ରବି ଧାନ କିଣି ସାରିଲେଣି । ଗତ ବର୍ଷ ୧୨ ଲକ୍ଷ ମେଟ୍ରିକ୍‌ ଟନ୍‌ କିଣା ଯାଇଥିଲା । ଧାନ ବିକିବାକୁ…

ନକଲି ସସ୍ କାରଖାନା ଠାବ, ନାମୀ ଦାମୀ ବ୍ରାଣ୍ଡର ଷ୍ଚିକର୍‌ ଲଗାଇ ହେଉଥିଲା ବିକ୍ରି

ବ୍ରହ୍ମପୁର: ସସ୍‌ କମ୍ପାନୀରେ ପୋଲିସ ଓ ଖାଦ୍ୟ ସୁରକ୍ଷା ସ୍କ୍ବାଡ୍‌ର ରେଡ୍। ବଡ଼ବଜାର ଥାନା ପିଚିପିଚାରେ ଥିବା କମ୍ପାନୀରେ ରେଡ୍‌ ହୋଇଛି। ଏହି ଘଟଣାରେ ଜଣେ ଅଟକ ଥିବା ଜଣାପଡିଛି। ତେବେ ଏହି ରେଡ ବେଳେ ବିପୁଳ ପରିମାଣର ସସ୍ ଓ ପ୍ରସ୍ତୁତି ସାମଗ୍ରୀ ଜବତ କରାଯାଇଛି। ଏହି କମ୍ପାନୀରେ…

କନ୍ଧମାଳ ପୋଲିସକୁ ବଡ଼ ସଫଳତା: ୨ ଦୁର୍ଦ୍ଦାନ୍ତ ମାଓବାଦୀ ନିହତ

କନ୍ଧମାଳ: ମାଓବାଦୀ ଦମନ ଅଭିଯାନ କ୍ଷେତ୍ରରେ କନ୍ଧମାଳ ଜିଲ୍ଲା ପୋଲିସକୁ ଆଜି ଏକ ବଡ଼ ସଫଳତା ମିଳିଛି। ଏହି ଅଭିଯାନରେ ୨ ଜଣ ଦୁର୍ଦ୍ଦାନ୍ତ ମାଓବାଦୀ ନିପାତ ହୋଇଥିବା ବେଳେ ଘଟଣାସ୍ଥଳରୁ ଗୋଟିଏ ରାଇଫଲ, ରିଭଲଭର, ଜୀବନ୍ତ ଗୁଳି, ୱାକି ଟକି, ବ୍ୟାଟେରୀ ଏବଂ ଅନ୍ୟାନ୍ୟ ମାଓ ସାମଗ୍ରୀ ଜବତ…

ତୁମେ ମୋତେ ବିବାହ କରିବ…ଏମିତି କହୁଥିଲା ମୁଖ୍ୟ ଅଭିଯୁକ୍ତ

ନୂଆଦିଲ୍ଲୀ: ଜୁନ୍ ୨୫ତାରିଖରେ କୋଲକାତା ଲ କଲେଜରେ ପ୍ରଥମ ବର୍ଷ ଛାତ୍ରୀଙ୍କୁ ଦୁଷ୍କର୍ମ ମାମଲାର ମାଷ୍ଟରମାଇଣ୍ଡ ମନୋଜିତ ମିଶ୍ରା । କ୍ୟାମ୍ପସ ନେତା ମନୋଜିତ ମିଶ୍ରା ଓରଫ ମଙ୍ଗୁର କ୍ରାଇମ କୁଣ୍ଡଳୀରେ ଚମକାଇବା ଭଳି ତଥ୍ୟ ସାମନାକୁ ଆସିଛି । ପୂର୍ବରୁ ବି ମନୋଜିତ ବିରୋଧରେ ଛୁରାମାଡ଼, ଯୌନ…