ଆଜିଠୁ ଏସ୍ଓଏସ୍ସି ପରୀକ୍ଷା, ଜୁଲାଇ ପହିଲାରୁ ସପ୍ଲିମେଣ୍ଟାରୀ ପରୀକ୍ଷା
କଟକ: ଆଜିଠୁ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଷ୍ଟେଟ୍ ଓପନ ସ୍କୁଲ୍ ସାର୍ଟିଫିକେଟ୍ (ଏସ୍ଓଏସ୍ସି) ପରୀକ୍ଷା। ହୋମ୍ ସାଇନ୍ସ ଥିଓରି ପରୀକ୍ଷ ସୋମବାର ସକାଳ ୯ ଟାରୁ ଆରମ୍ଭ ହୋଇ ୧୧ଟା ପର୍ଯ୍ୟନ୍ତ ଚାଲିବ। ସେହିପରି ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଜୁଲାଇ…