ଶ୍ରୀ ଭାଗବତ ସାର ୮୩: ଶ୍ରୀକୃଷ୍ଣଙ୍କଠାରେ ଭକ୍ତି ଯୋଗ ଦ୍ୱାରା ନିଜକୁ ସମର୍ପିତ କରି ସମସ୍ତ କର୍ମ ଅର୍ପଣ କରିବା ହିଁ…
ଲେଖକ: ଦୟାନିଧି ତ୍ରିପାଠୀ
ଓଁ ନମୋ ଭଗବତେ ବାସୁଦେବାୟ। ଶ୍ରୀମଦ ଭାଗବତ ରଚନା ପୂର୍ବରୁ ମହର୍ଷି ବ୍ୟାସଦେବଙ୍କର ଦେବର୍ଷି ନାରଦଙ୍କ ଉପଦେଶ ମନେ ପଡିଲା। ଶ୍ରୀକୃଷ୍ଣଙ୍କ ଠାରେ ଭକ୍ତିଯୋଗ ଦ୍ୱାରା ନିଜକୁ ସମର୍ପିତ କରି ସମସ୍ତ କର୍ମ ଅର୍ପଣ କରିବା ହିଁ ଭବବନ୍ଧନ ରୋଗର ମହୌଷଧୀ, ଏହି ସାରତତ୍ୱ…