ବିର୍ସା ମୁଣ୍ଡାଙ୍କ ଜନ୍ମବାର୍ଷିକୀରେ କୋଟିଆରେ ଆନ୍ଧ୍ର ଆୟୋଜନ କଲା ଆଦିବାସୀ ମେଳା
କୋଟିଆ: କଳେବଳେ କୌଶଳେ କୋଟିଆର ନିରିହ ଲୋକଙ୍କୁ ନିଜର କରିବାକୁ ଉଦ୍ୟମ ଜାରି ରଖିଛି ପଡୋଶୀ ରାଜ୍ୟ । ବିଭିନ୍ନ ସମୟରେ ଆନ୍ଧ୍ର ପ୍ରଶାସନ ଭିନ୍ନଭିନ୍ନ କାର୍ଯ୍ୟକ୍ରମ ଜରିଆରେ କୋଟିଆ ଗ୍ରାମରେ ପଶିବାକୁ ଉଦ୍ୟମ ଚଳାଇଛନ୍ତି । ପୁଣି କୋଟିଆରେ ଆନ୍ଧ୍ର ଅଧିକାରୀଙ୍କ ଉପସ୍ଥିତି ଦେଖିବାକୁ ମିଳିଛି…