ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତି; ୫ ବର୍ଷରେ ୨୦ ଲକ୍ଷ ନିଯୁକ୍ତି
ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଗାମୀ ପାଞ୍ଚ ବର୍ଷ ମଧ୍ୟରେ ୨୦ ଲକ୍ଷ ନିଯୁକ୍ତି ସୃଷ୍ଟି କରିବା ନେଇ ପ୍ରତିଶ୍ରୁତି ଦେଇଛନ୍ତି।
ଭୁବନେଶ୍ୱରରେ ୮୦ ତମ ସ୍ୱାଧୀନତା ଦିବସ ସମାରୋହରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ନିଯୁକ୍ତି ସୃଷ୍ଟି ହେଉଛି ଆଜିର…