Latest Odisha News

BREAKING NEWS

ଘୂର୍ଣ୍ଣିବଳୟ ପ୍ରଭାବରେ ଜୁଲାଇ ୨ ଯାଏଁ ବର୍ଷା ସମ୍ଭାବନା, ଅତିପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ଘୂର୍ଣ୍ଣିବଳୟ ପ୍ରଭାବରେ ଜୁଲାଇ ୨ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା। ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଆସନ୍ତାକାଲି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।…

ବ୍ରାଡମ୍ୟାନଙ୍କ ରେକର୍ଡ ଭାଙ୍ଗିବା ପାଇଁ ଜୈସୱାଲଙ୍କୁ ଆବଶ୍ୟକ ୧୮୩ ରନ

ଲୀଡ୍ସ: ଭାରତ-ଇଂଲଣ୍ଡ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମୁକାବିଲାରେ ଭାରତ ପରାଜିତ ହୋଇଛି । ଏହି ମ୍ୟାଚରେ ଯଶସ୍ୱୀ ଜୈସୱାଲ ଶତକ ହାସଲ କରିଥିଲେ । ସେ ଚଳିତ ସିରିଜରେ ୧୮୩ ରନ ସଂଗ୍ରହ କଲେ ମହାନ ବ୍ୟାଟ୍ସମ୍ୟାନ ଡନ ବ୍ରାଡମ୍ୟାନଙ୍କ ରେକର୍ଡ ଭଙ୍ଗ କରିବେ । ସେ ଟେଷ୍ଟ ପଦାର୍ପଣ…

କ୍ରିକେଟ ନିୟମରେ ଆଇସିସି କଲା ବଡ ପରିବର୍ତ୍ତନ

ନୂଆଦିଲ୍ଲୀ: ଆଇସିସି ବର୍ତ୍ତମାନ୍ ଅନ୍ତର୍ଜାତୀୟ କ୍ରିକେଟରେ ଅନେକ ନୂତନ ନିୟମ ଲାଗୁ କରିଛି। ତେବେ ଆସନ୍ତୁ ଜାଣିବା ନୂତନ ନିୟମ ଅନୁଯାୟୀ କଣ ପରିବର୍ତ୍ତନ କରାଯାଇଛି। ଟି ୨୦ ଏବଂ ଦିନିକିଆ କ୍ରିକେଟରେ ଷ୍ଟପ୍ କ୍ଲକ୍ ନିୟମ ଲାଗୁ ହେବାର ବର୍ଷେ ପରେ ଆଇସିସି ଏହି ନିୟମ ଟେଷ୍ଟରେ ମଧ୍ୟ…

ପୁରୀ ବୀରଗୋବିନ୍ଦପୁରରେ ୪.୭୫ କୋଟି ବ୍ୟୟରେ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ କଲେ ଧର୍ମେନ୍ଦ୍ର ପ୍ରଧାନ

ପୁରୀ: ରଥଯାତ୍ରାର ଗୋଟିଏ ଦିନ ପୂର୍ବରୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପୁରୀ ଜିଲ୍ଲା ସାକ୍ଷୀଗୋପାଳ ବୀରଗୋବିନ୍ଦପୁର ସ୍ଥିତ ମାଆ ଦକ୍ଷିଣକାଳୀ ମନ୍ଦିର ପରିସରରେ ଇଣ୍ଡିଆନ ଅଏଲର ସାମାଜିକ ଦାୟିତ୍ୱ (ସିଏସଆର) ଅନ୍ତର୍ଗତ ପ୍ରାୟ ୪.୭୫ କୋଟି ବ୍ୟୟରେ ବିଭିନ୍ନ ସୌନ୍ଦର୍ଯ୍ୟକରଣ…

ଜିମ୍ନାଷ୍ଟିକ୍ସ ଶୈଳୀରେ ଖୁସି ମନାଇବାକୁ ପନ୍ତଙ୍କୁ କରାଯାଇଛି ମନା

ଲୀଡ୍ସ: ଇଂଲଣ୍ଡ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟରେ ରିଷଭ ପନ୍ତ ଉଭୟ ଇନିଂସରେ ଶତକ ହାସଲ କରି କୀର୍ତିମାନ ସ୍ଥ୍‌ାପନ କରିଛନ୍ତି । ଅବଶ୍ୟ ୫ ମ୍ୟାଚ ବିଶିଷ୍ଟ ତେନ୍ଦୁଲକର-ଆଣ୍ଡରସନ ଟ୍ରଫିର ପ୍ରଥମ ମୁକାବିଲାରେ ଭାରତ ପରାଜିତ ହୋଇଛି । ଦଳ ଏବେ ଦ୍ୱିତୀୟ ଟେଷ୍ଟ ପାଇଁ ପ୍ରସ୍ତୁତି ହୋଇଛି । ପନ୍ତ…

ଭାରତୀୟ ବଜାରରେ ଆଉ ମିଳିବନି ଏହି ଲୋକପ୍ରିୟ କମ୍ପାନୀର ଫ୍ରିଜ୍ ଓ ୱାସିଂ ମେସିନ୍

ନୂଆଦିଲ୍ଲୀ: ଭାରତୀୟ ବଜାରରେ ପ୍ରଚଳିତ ହେଉଥିବା ନାମୀଦାମି କମ୍ପାନୀ ପାନାସୋନିକ ବର୍ତ୍ତମାନ୍ ନିଜ ବ୍ରାଣ୍ଡର ଫ୍ରିଜ୍ ଏବଂ ୱାସିଂ ମେସିନ୍ ଆଉ ବିକ୍ରୀ କରିବ ନାହିଁ। କିନ୍ତୁ କମ୍ପାନୀର ଅନ୍ୟ ଉତ୍ପାଦଗୁଡ଼ିକ ବଜାରରେ ଉପଲବ୍ଧ ରହିବ। ଏହି ଖବର ପରେ ବର୍ତ୍ତମାନ୍ Whirlpool ଏବଂ Voltas ୨୬…

ରଥ ଯାତ୍ରା ୨୦୨୫: ଓଡ଼ିଶା ସହିତ ପଡ଼ୋଶୀ ରାଜ୍ୟରୁ ପୁରୀକୁ ଗଡିବ ୩୬୫ ସ୍ପେଶାଲ୍ ଟ୍ରେନ୍‌

ଭୁବନେଶ୍ୱର: ପୁରୀରେ ହେବାକୁ ଥିବା ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ମହୋତ୍ସବକୁ ଦୃଷ୍ଟିରେ ରଖି ପୂର୍ବ ତଟ ରେଳପଥ ଲକ୍ଷ ଲକ୍ଷ ଭକ୍ତଙ୍କ ପାଇଁ ସୁଗମ ଏବଂ ଆରାମଦାୟକ ଯାତ୍ରାକୁ ସୁଗମ କରିବା ପାଇଁ ସ୍ପେଶାଲ୍ ଟ୍ରେନ୍‌ ଚଳାଇବ। ରଥଯାତ୍ରା ୨୦୨୫ ଅବଧିରେ ରେକର୍ଡ ସଂଖ୍ୟକ ୩୬୫ଟି ସ୍ପେଶାଲ୍…

ରଥଯାତ୍ରା ପୂର୍ବରୁ ଖୁସି ଖବର: ସାମୟିକ କର୍ମଚାରୀ ପାଇବେ ଏକକାଳୀନ ୨.୫ ଲକ୍ଷ

ଭୁବନେଶ୍ୱର: ରଥଯାତ୍ରା ପୂର୍ବରୁ ରାଜ୍ୟର ସାମୟିକ କର୍ମଚାରୀଙ୍କ ପାଇଁ ଖୁସି ଖବର। ପୂର୍ବରୁ ସାମୟିକ କର୍ମଚାରୀ ମାନଙ୍କୁ କାର୍ଯ୍ୟରୁ ଅନ୍ତର (Cessation of Service ) ସମୟରେ ସେମାନଙ୍କୁ ଏକକାଳୀନ ୧.୫ ଲକ୍ଷ ଟଙ୍କା ମିଳୁଥିଲା। ଏହି ପରିମାଣକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨.୫ ଲକ୍ଷ…

ବାଲୁକା କଳାରେ ମଧ୍ୟରେ ବିଶ୍ୱବାସୀଙ୍କୁ ରଥଯାତ୍ରାର ଅଭିନନ୍ଦନ ଜଣାଇଲେ ବାଲୁକା ଶିଳ୍ପୀ ମାନସ ସାହୁ

ପୁରୀ: ରାତି ପାହିଲେ ରଥଯାତ୍ରା। ଏହି ଅବସରରେ ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ବାଲୁକା କଳାରେ ମଧ୍ୟରେ ବିଶ୍ୱବାସୀଙ୍କୁ ରଥଯାତ୍ରାର ଅଭିନନ୍ଦନ ଜଣାଇଛନ୍ତି। ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ ସାହୁ ପବିତ୍ର ରଥଯାତ୍ରା ଉପଲକ୍ଷେ ପୁରୀର ବାଲିଆପଣ୍ଡା ସ୍ବର୍ଣ୍ଣଭ…

ନବୀନ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟବସ୍ଥା ବିଷୟରେ ପଚାରି ବୁଝିଲେ ମୋଦି, ଦ୍ରୁତ ଆରୋଗ୍ୟ କାମନା କଲେ…

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ସହ କଥା ହୋଇ ସ୍ୱାସ୍ଥ୍ୟବସ୍ଥା ବିଷୟରେ ପଚାରି ବୁଝିଛନ୍ତି। ମୁମ୍ବାଇର କୋକିଲାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ନବୀନଙ୍କ ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ଜନିତ…