ଲିଟର ପିଛା ୨ ଟଙ୍କା ବଢ଼ାଇଲା ଓମଫେଡ
ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ସମବାୟ କ୍ଷୀର ଉତ୍ପାଦକ ମହାସଂଘ (ଓମଫେଡ) ନିଜର ସମସ୍ତ ପ୍ରକାରର କ୍ଷୀରର ମୂଲ୍ୟ ବୃଦ୍ଧି କରିଛି।
ପ୍ରିମିୟମ୍ ଏବଂ ଟୋନଡ କ୍ଷୀର ଏବେ ପ୍ରତି ଲିଟର ପିଛା ୨ ଟଙ୍କା ଅଧିକ ଦେବାକୁ ପଡିବ। ଗୋଲ୍ଡ କ୍ଷୀରର ମୂଲ୍ୟ ୪ ଟଙ୍କା ବୃଦ୍ଧି କରାଯାଇଛି। ତେବେ ସଂଶୋଧିତ ଦର…