SI Recruitment Exam Scam: ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟିର ଖାସ୍ ସହଯୋଗୀକୁ ଗିରଫ କଲା ସିବିଆଇ
ଭୁବନେଶ୍ୱର: ପୋଲିସ ଏସଆଇ ପରୀକ୍ଷା ଜାଲିଆତି ଘଟଣାରେ ଆଉ ଜଣଙ୍କୁ ଗିରଫ କରିଛି ସିବିଆଇ । ଗିରଫ ଅଭିଯୁକ୍ତ ଜଣଙ୍କ ହେଲା ଇପିଲି ସୀତାରାମ । ସେ ଏହି ଘଟଣାର ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟିର ଖାସ୍ ସହଯୋଗୀ ତଥା ଏଜେଣ୍ଟ ବୋଲି କୁହାଯାଉଛି ।
ଇପିଲି ଗଞ୍ଜାମ ଓ କୋରାପୁଟ ଜିଲ୍ଲାରୁ…