ଆସନ୍ତାକାଲି ଦ୍ୱିତୀୟାର୍ଦ୍ଧରେ ରାଜଧାନୀରେ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ, ଜାଣନ୍ତୁ କାରଣ…
ଭୁବନେଶ୍ବର: ଆସନ୍ତାକାଲି ଦ୍ବିତୀୟାର୍ଦ୍ଧରେ ରାଜଧାନୀ ଭୁବନେଶ୍ବରରେ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ପାଇଁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଭୁବନେଶ୍ବର ମହାନଗର ନିଗମ ଅନ୍ତର୍ଗତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ।
ସେହିପରି ରାଜସ୍ବ ଓ…