ସଫେଇ କର୍ମଚାରୀ ସହଦେବ ନାୟକ ହତ୍ୟାକାଣ୍ଡ ମାମଲା: ଧରାପଡିଲା ମାଷ୍ଟରମାଇଣ୍ଡ ସୁଲେଇ ନାୟକ
ଭୁବନେଶ୍ବର: ବହୁ ଚର୍ଚ୍ଚିତ ବିଏମସି ସଫେଇ କର୍ମଚାରୀ ସଂଘର ସଭାପତି ସହଦେବ ନାୟକ ହତ୍ୟା ଘଟଣାରେ ମାଷ୍ଟମାଇଣ୍ଡ ଗିରଫ । ଦୀର୍ଘ ୧୦ ମାସ ପରେ ଏହି ହତ୍ୟା ଘଟଣାର ମାଷ୍ଟମାଇଣ୍ଡ ସୁଲେଇ ନାୟକକୁ ବାନ୍ଧିଲା ମଞ୍ଚେଶ୍ବର ଥାନା ପୋଲିସ । ଏହାକୁ ମିଶାଇ ୭ରେ ପହଞ୍ଚିଛି ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ।…