ପୁଣି ତେଜିଲା ଇସ୍କନର ଅଦିନିଆ ରଥଯାତ୍ରା ବିବାଦ, ତୁରନ୍ତ ବନ୍ଦ କରିବାକୁ ଦାବି
ପୁରୀ: ପୁଣି ତେଜିଲା ଇସ୍କନର ଅଦିନିଆ ରଥଯାତ୍ରା ବିବାଦ। ମେ ୧୮ ତାରିଖରେ ହେବାକୁ ଥିବା ରଥଯାତ୍ରାକୁ ନେଇ ପୁରୀରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ରାଜ୍ୟ ଓ କେନ୍ଦ୍ର ସରକାର ହସ୍ତକ୍ଷେପ ଦାବି କଲେ ସେବାୟତ। ତୁରନ୍ତ ଇସ୍କନର ଅଦିନିଆ ରଥଯାତ୍ର ବନ୍ଦ କରିବାକୁ ଦାବି କରାଯାଇଛି।…