ରାଜ୍ୟରେ ସକ୍ରିୟ ଲଘୁଚାପ, ୩ ଜିଲ୍ଲାକୁ ରେଡ୍ ଆଲର୍ଟ: ପ୍ରବଳ ବର୍ଷା ଆଶଙ୍କାରେ ବରଗଡ଼ ଜିଲ୍ଲାରେ ସ୍କୁଲ ଛୁଟି
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ପଶ୍ଚିମ ତଥା ଉତ୍ତର ଓଡ଼ିଶା ଆଡ଼କୁ ଅଗ୍ରସର ହେଉଛି। ଏହାର ପ୍ରଭାବରେ ସାରା ରାଜ୍ୟରେ, ବିଶେଷ କରି ପଶ୍ଚିମ ଓଡ଼ିଶାରେ ଲଗାଣ ବର୍ଷା ଜାରି ରହିଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ…