ଖୁବଶୀଘ୍ର ‘ଓଡିଶା ଯାତ୍ରୀ’ ଆପ୍ ଜରିଆରେ କରିପାରିବେ ଆମ୍ବୁଲାନ୍ସ ବୁକ୍
ଭୁବନେଶ୍ୱର: ଖୁବଶୀଘ୍ର ଓଡ଼ିଶାର ଲୋକମାନେ ମୋବାଇଲ୍ ଆପ୍ 'ଓଡିଶା ଯାତ୍ରୀ' ମାଧ୍ୟମରେ ଆମ୍ବୁଲାନ୍ସ ବୁକ୍ କରିପାରିବେ। ରାଜ୍ୟ ସରକାର ଆମ୍ବୁଲାନ୍ସ ସେବାକୁ ଏହାର ଘରୋଇ କ୍ୟାବ୍ ଆଗ୍ରିଗେଟର୍ ଆପ୍ ସହିତ ସଂଯୁକ୍ତ କରିବା ପାଇଁ ଏକ ଯୋଜନା ପ୍ରସ୍ତୁତ କରୁଛନ୍ତି।
ସ୍ୱାସ୍ଥ୍ୟ ଏବଂ ପରିବାର…