ଏଠାରେ ଦେଶର ଷଷ୍ଠ ସେମିକଣ୍ଡକ୍ଟର ୟୁନିଟ୍ ହେବ ପ୍ରତିଷ୍ଠା, ୨୦୦୦ଲୋକଙ୍କୁ ମିଳିବ ନିଯୁକ୍ତି
ଆଦିଲ୍ଲୀ: ବୁଧବାର କେନ୍ଦ୍ର କ୍ୟାବିନେଟରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏ ବିଷୟରେ ସୂଚନା ଦେଇ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଯେ ଉତ୍ତର ପ୍ରଦେଶର ଜେୱାରରେ ଭାରତର ଷଷ୍ଠ ସେମିକଣ୍ଡକ୍ଟର ୟୁନିଟ୍ ଅନୁମୋଦନ କରାଯାଇଛି।
କ୍ୟାବିନେଟ୍ ନିଷ୍ପତ୍ତି ବିଷୟରେ…