ଖୁବ୍ ଶୀଘ୍ର ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ: ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର: ଖୁବ୍ଶୀଘ୍ର ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। ପରୀକ୍ଷା ଫଳ ପ୍ରକାଶନ ନେଇ ସମସ୍ତ ପ୍ରକ୍ରିୟା କରାଯାଉଥିବା ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ମେ ମାସ ଦ୍ବିତୀୟ ସପ୍ତାହରେ ଫଳ ପ୍ରକାଶ ନେଇ ସୂଚନା ରହିଥିଲା।
ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା…