ଓଡ଼ିଶା କ୍ୟାଡର ଆଇଏଏସ୍ ଅଧିକାରୀଙ୍କୁ ଆକାଂକ୍ଷୀ ଜିଲ୍ଲା ଦାୟିତ୍ୱ
ଭୁବନେଶ୍ୱର: କେନ୍ଦ୍ରୀୟ ଡେପୁଟେସନରେ ଥିବା ଦୁଇ ଓଡ଼ିଶା କ୍ୟାଡର ଆଇଏଏସ୍ ଅଧିକାରୀ ବୀର ବିକ୍ରମ ଯାଦବ ଏବଂ ଭିନୀଲ କ୍ରିଷ୍ଣାଙ୍କୁ ନୂତନ ଦାୟିତ୍ୱ ଦିଆଯାଇଛି।
ସେମାନେ ଆକାଂକ୍ଷୀ ଜିଲ୍ଲା କାର୍ଯ୍ୟକ୍ରମ ଅଧୀନରେ ଢେଙ୍କାନାଳ ଏବଂ ବଲାଙ୍ଗୀର ଦାୟିତ୍ୱରେ ରହିବେ।
କେନ୍ଦ୍ର ଦ୍ୱାରା…