ସିଏମ ଟ୍ରଫି ଫୁଟବଲ ଚାମ୍ପିୟନସିପ: ବରଗଡ଼ ଏଫସିର ଟାଇଟଲ ହାସଲ
ରାଉରକେଲା: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ବରେ ଓଡ଼ିଶାରେ ତୃଣମୂଳ ସ୍ତରରେ କ୍ରୀଡ଼ା ପ୍ରତିଭାର ବିକାଶ ପାଇଁ ପ୍ରଥମ ଥର ପାଇଁ ଆୟୋଜନ କରାଯାଇଥିଲା ସିଏମ୍ ଟ୍ରଫି (ଅଣ୍ଡର-୧୫) ଫୁଟବଲ ଚାମ୍ପିୟନସିପ -୨୦୨୫। ଏହି ଟୁର୍ଣ୍ଣାମେଣ୍ଟର ଫାଇନାଲ୍ ମ୍ୟାଚ୍ ଆଜି ରାଉରକେଲା ସ୍ଥିତ…