ପୂର୍ବତନ ବିଧାୟକ ମହମ୍ମଦ ରଫିକ୍ଙ୍କ ପରଲୋକ
ବରଗଡ଼: ପରଲୋକରେ ବରଗଡ଼ ଜିଲ୍ଲା ମେଲଛାମୁଣ୍ଡା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଜେପି ବିଧାୟକ ମହମ୍ମଦ ରଫିକ୍ । ଶୁକ୍ରବାର ସକାଳ ପ୍ରାୟ ୬ଟା ୩୦ମି ସମୟରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ବୟସ ହୋଇଥିଲା । ସେ କିଛିଦିନ ହେଲା ରକ୍ତ ଶର୍କରା ଜନିତ…