ରାଜ୍ୟର ୧୩ଟି ସରକାରୀ ବିଶ୍ୱବିଦ୍ୟାଳୟର ଭିସି ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ
ଭୁବନେଶ୍ୱର: ରାଜ୍ୟର ୧୩ଟି ସରକାରୀ ବିଶ୍ୱବିଦ୍ୟାଳୟରେ ଭିସି (ଭାଇସ୍ ଚାନ୍ସେଲର) ନିଯୁକ୍ତି ପାଇଁ ଓଡ଼ିଶା ସରକାର ବିଜ୍ଞପ୍ତି ପ୍ରକାଶ କରିଛନ୍ତି।
ଉଚ୍ଚଶିକ୍ଷା ବିଭାଗ ଦ୍ୱାରା ଜାରି ବିଜ୍ଞପ୍ତିରେ କୁହାଯାଇଛି ଯେ “୦୧.୧୨.୨୦୨୫ (୦୨.୧୨.୧୯୫୯ କିମ୍ବା ତା’ପରେ ଜନ୍ମ) ଅନୁଯାୟୀ ୬୬ ବର୍ଷରୁ…