ରାଜ୍ୟରେ ଅନାଥ ଶିଶୁଙ୍କ ସର୍ଭେ କରିବେ ସରକାର
ଭୁବନେଶ୍ୱର: ରାଜ୍ୟରେ ଅନାଥ ଏବଂ ଏକକ ପିତାମାତା ଥିବା ପିଲାମାନଙ୍କର ଅଧିକାର ଏବଂ ମୌଳିକ ଆବଶ୍ୟକତା ସୁନିଶ୍ଚିତ କରିବା ପାଇଁ ଓଡ଼ିଶା ସରକାର ଏକ ସର୍ଭେ କରିବେ।
ସରକାରୀ ସୂତ୍ର ଅନୁଯାୟୀ ମହିଳା ଏବଂ ଶିଶୁ ବିକାଶ ବିଭାଗ ଏହି ସମ୍ପର୍କରେ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।…