ବେସରକାରୀ ଅନୁଦାନପ୍ରାପ୍ତ ଅଧ୍ୟକ୍ଷଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି, ମିଳିବ ପ୍ରୋତ୍ସାହନ ରାଶି
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ବେସରକାରୀ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟର ଦାୟିତ୍ୱରେ ଥିବା ଭାରପ୍ରାପ୍ତ ଅଧ୍ୟକ୍ଷମାନଙ୍କ ପାଇଁ ଖୁସି ଖବର। ସେମାନେ ଏଣିକି ସ୍ଥାନ ଓ ପୋଷ୍ଟିଂ ଅନୁଯାୟୀ ପାଇବେ ମାସିକ ପ୍ରୋତ୍ସାହନ ରାଶି । ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…