କଳିଙ୍ଗ ଷ୍ଟୁଡ଼ିଓ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ; ଷ୍ଟୁଡ଼ିଓର ଅତ୍ୟାଧୁନିକୀକରଣକୁ ଦେଲେ ଗୁରୁତ୍ୱ
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳିଙ୍ଗ ଷ୍ଟୁଡ଼ିଓ ପରିଦର୍ଶନ କରି ଏହାକୁ ଏକ ସ୍ୱୟଂ ସମ୍ପୂର୍ଣ୍ଣ ଅତ୍ୟାଧୁନିକ ଷ୍ଟୁଡ଼ିଓ ଭାବେ ବିକଶିତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏଥିପାଇଁ ଏକ ଡିପିଆର୍ ପ୍ରସ୍ତୁତ କରିବା ପାଇଁ ସେ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ।
…