ରାଜ୍ୟରେ ତାଣ୍ଡବ ରଚିବ କାଳବୈଶାଖୀ: ୭ ଜିଲ୍ଲାକୁ ଅରେଞ୍ଜ, ୮ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ଆଜି ପାଇଁ ପୁରା ରାଜ୍ୟକୁ କାଳବୈଶାଖୀ ବର୍ଷା ନେଇ ଚେତାବନୀ ଦେଇଛି ପାଣିପାଗ ବିଭାଗ। ୭ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏବେ କାଳବୈଶାଖୀ ବର୍ଷା ତାଣ୍ଡବ ରଚୁଥିବା ବେଳେ ୪ ତାରିଖ ପରେ ତାତି ବଢିବ।
ତେବେ ଆଜି ତାଣ୍ଡବ…