ନକ୍ସଲ-ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି; ସୀମାନ୍ତରୁ ଉଦ୍ଧାର ହେଲା ଲୁଟ୍ ବିସ୍ଫୋରକ
ରାଉରକେଲା: ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା । ଗତ ୨୭ ତାରିଖ ଦିନ ଲୁଟ୍ ହୋଇଥିବା ବିସ୍ଫୋରକରୁ ଅନେକ ଜବତ ହୋଇଥିବା ସୂଚନା ମିଳିଛି । ସୁନ୍ଦରଗଡ଼ ବାଙ୍କୋ ଅଞ୍ଚଳରୁ ୪ ଟନ୍ ବିସ୍ଫୋରକ ଲୁଟି ନେଇଥିଲେ ମାଓବାଦୀ। ସୁରକ୍ଷା ବାହିନୀର ଯବାନମାନେ ଆଜି ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ସିଂହଭୂମ ଜିଲ୍ଲା…