Road Accident: ଟ୍ରକ୍-ବୋଲେରୋ ମୁହାଁମୁହିଁ ଧକ୍କା: ଜଣେ ମୃତ, ଗୋଟିଏ ପରିବାରର ୭ ଗୁରୁତର
ଅନୁଗୁଳ: ଅନୁଗୋଳ ଜିଲ୍ଲା ଜରପଡା ଥାନା ଅନ୍ତର୍ଗତ ଜରପଡା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବୋଲେରୋ ସହ ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭ ଜଣ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ନିମନ୍ତେ ଜିଲ୍ଲା ମୁଖ୍ୟ…