ଓଡିଶାରୁ ୪ ଜଣଙ୍କୁ ପଦ୍ମଶ୍ରୀ ସମ୍ମାନ
ଭୁବନେଶ୍ୱର: ଓଡ଼ିଶାର ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଚାରି ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ଭବନର ଗଣତନ୍ତ୍ର ମଣ୍ଡପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସେମାନଙ୍କୁ ସମ୍ମାନୀତ କରିଥିଲେ।
ସୂଚନା ଅନୁଯାୟୀ, ୪ ଜଣଙ୍କୁ ପଦ୍ମ…