Latest Odisha News

BREAKING NEWS

ସସପେନ୍ସ ଭିତରେ ସସପେଣ୍ଡ୍…ହେଲେ କଳି ଗଲାଣି ବଳି

ଭୁବନେଶ୍ବର: ଧିରେ ଧିରେ ତେଜିବାରେ ଲାଗିଛି ବିଜେଡିର ଘର କଳି । କଳିର ପ୍ରଭାବରେ କେତେବେଳେ ଯେ କଣ ହେବ, ସେକଥା ଏବେ ସବୁ ଆକଳନ ବାହାରେ । ୨ ଦିନ ତଳେ ୨ ବିଧାୟକ ବିଜେଡିରୁ ବହିଷ୍କାର ହେବା ହେବା ପରେ ସରଗରମ ହୋଇଛି ରାଜ୍ୟ ରାଜନୀତି । ଚମ୍ପୁଆ ବିଧାୟକ ସନାତନ ମହାକୁଡ ଓ ପାଟକୁରା ବିଧାୟକ…

Brown sugar Seized; ଚାଲିଥିଲା ବ୍ରାଉନସୁଗାର ଡିଲ୍; ମାଡ଼ି ବସିଲା ପୋଲିସ, ୨ ଗିରଫ

ଭୁବନେଶ୍ୱର: ପୁଣି ରାଜଧାନୀରୁ ଜବତ ହେଲା ଧଳାଜହର । ଡିଲ ଚାଲିଥିବାବେଳେ ମାଡ଼ି ବସିଲା ପୋଲିସ । ଦୁଇ ଜଣ ବେପାରିଙ୍କୁ ଗିରଫ କରିଛି କମିଶନରେଟ୍ ପୋଲିସ । ଦୁହିଁଙ୍କ ନିକଟରୁ ୧୨ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି । ଯାହାର ଆନୁମାନିକ ମୁଲ୍ୟ ୧ଲକ୍ଷ ୨୦ହଜାର ଟଙ୍କା ହେବ । ଭରତପୁର ଥାନା…

ଇନ୍ଦୋରରେ ବ୍ୟାଟ୍ସମ୍ୟାନଙ୍କ ଭୂସ୍ୱର୍ଗରେ ଟିମ ଇଣ୍ଡିଆ ପଲା ଭାରୀ

ଇନ୍ଦୋର: ଭାରତୀୟ ଟିମ ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ କ୍ରିକେଟ ସିରିଜର ଅନ୍ତିମ ମୁକାବିଲା ଇନ୍ଦୋରରେ ଖେଳିବ । ଉଭୟ ଟିମ ଗୋଟିଏ ଲେଖାଏଁ ମ୍ୟାଚରେ ବିଜୟ ହାସଲ କରିଥିବା ବେଳେ ଏହା ବେଶ ସଂଘର୍ଷପୂର୍ଣ୍ଣ ହେବ ବୋଲି ଆଶା କରାଯାଉଛି । ହୋଲକର ଷ୍ଟାଡିୟମ ସର୍ବଦା ବ୍ୟାଟ୍ସମ୍ୟାନଙ୍କୁ…

Phulbani Accident: ଦୁର୍ଘଟଣାରେ ଜଳିଗଲା ଅଟୋ-କାର୍;ଜଣେ ଜୀବନ୍ତ ଦଗ୍ଧ,ଗୁରୁତର ମେଡିକାଲ୍‌ରେ …

ଫୁଲବାଣୀ:ଫୁଲବାଣୀରେ ମର୍ମନ୍ତୁଦ ଦୁର୍ଘଟଣା । ଦୁର୍ଘଟଣାରେ ଜଳିଗଲା ଅଟୋ-କାର୍ । ଜଣେ ଜୀବନ୍ତ ଦଗ୍ଧ । ଦୁଇ ଜଣ ଗୁରୁତର ଫୁଲବାଣୀ ମେଡିକାଲରେ ଭର୍ତ୍ତି । କାରରେ କେତେଜଣ ଥିଲେ ଜଣା ପଡିନାହିଁ । ନିଆଁକୁ ଆୟତ୍ତ କଲା ଫୁଲବାଣୀ ଅଗ୍ନିଶମ ବାହିନୀ । ଭେଟଖୋଲ ଘାଟି ପୂର୍ବରୁ ଦାତପାଜୁରେ ଏହି…

ଖଣ୍ଡଗିରି ମେଳା ପାଇଁ ସ୍ବତନ୍ତ୍ର ପ୍ରସ୍ତୁତି; ଲାଗିବ ୧୦୦ ସିସିଟିଭି, ରହିବ ବ୍ୟାପକ ପୋଲିସ ବ୍ୟବସ୍ଥା

ଭୁବନେଶ୍ଵର: ଚଳିତ ବର୍ଷ ଖଣ୍ଡଗିରି କୁମ୍ଭ ମେଳା ଜାନୁଆରୀ ୨୭ରୁ ଆରମ୍ଭ ହୋଇ ଫେବୃଆରୀ ୭ ପର୍ଯ୍ୟନ୍ତ ଚାଲିବ । ଏନେଇ ଆଜି ବିଏମସି କାର୍ଯ୍ୟାଳୟରେ ସମୀକ୍ଷା ଶେଷ ହୋଇଛି । ସୁରକ୍ଷା ଦୃଷ୍ଟିରୁ ଚଳିତ ବର୍ଷ ବ୍ୟାପକ ପୋଲିସ ବ୍ୟବସ୍ଥା ରହିବ। ମେଳା ଅଞ୍ଚଳରେ ୧୦୦ଟି ସିସିଟିଭି ଲାଗିବ । ବିଭିନ୍ନ…

ମ୍ୟାଚ ଜିତାଇବ ବୋଲି କହି ଫସିଲେ ତାନ୍ତ୍ରିକ: ଟିମ ହାରିଲା ଦେଲେ ୩୬ ଲକ୍ଷ

ନୂଆଦିଲ୍ଲୀ: ମାଳି ଦେଶରୁ ଫୁଟବଲ ଖେଳକୁ ନେଇ ଏକ ମଜାଦାର ଘଟଣା ସମ୍ମୁଖକୁ ଆସିଛି । ଏଠାରେ ଏକ ଫୁଟବଲ ଟିମ ମ୍ୟାଚ ଜିତିବା ପାଇଁ ତାନ୍ତ୍ରିକଙ୍କ ସହାୟତା ନେଇଥିଲେ । ତାନ୍ତ୍ରିକ ମଧ୍ୟ ମୋଟା ଅଙ୍କର ଅର୍ଥ ନେଇ ମନ୍ତ୍ର ଶକ୍ତିରେ ମ୍ୟାଚ ଜିତାଇ ଦେବ ବୋଲି ଆଶ୍ୱସନା ଦେଇଥିଲା । ମାତ୍ର ଟିମ…

ଶିବ ମନ୍ଦିର ଭିତରୁ ପୂଜକଙ୍କ ମୃତଦେହ ଉଦ୍ଧାର

ଜଗତସିଂହପୁର:ଜଗତସିଂହପୁର ଜିଲ୍ଲା ସଦର ଥାନା ପୁନଙ୍ଗ ଗାଁରେ ଅଭାବନୀୟ ଘଟଣା ଘଟିଛି । ପୁନଙ୍ଗ ଶିବ ମନ୍ଦିର ଭିତରୁ ପୂଜକଙ୍କ ମୃତଦେହ ଉଦ୍ଧାର । ଗାଁ ଭିତରେ ଥିବା ଏକ ଶିବ ମନ୍ଦିର ଭିତରୁ ଶିବ ଲିଙ୍ଗ ଉପରେ ପୂଜକଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ ଗାଁଲୋକେ । ପୋଲିସ୍‌କୁ ଖବର ଦେବା ପରେ…

୧୦ ଆକାଂକ୍ଷୀ ଜିଲ୍ଲାରେ ଆରମ୍ଭ ହେଲା ନ୍ୟାୟ ଓ ସମାଧାନର ବିକଳ୍ପ ମଞ୍ଚ ନାରୀ ଅଦାଲତ

ଭୁବନେଶ୍ବର: ଓଡ଼ିଶାର ୧୦ଟି ଜିଲ୍ଲାରେ ଆରମ୍ଭ ହେଲା ନାରୀ ଅଦାଲତ । ଏହାର ଶୁଭାରମ୍ଭ କଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏହା ବ୍ୟତୀତ ବିଭିନ୍ନ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଥିଲା । ଆଜିଠାରୁ ୭ ଦିନ ଭାବରେ ନାରୀ ଅଦାଲତ କାର୍ଯ୍ୟକ୍ରମ କରାଯିବ । ଅଙ୍ଗନୱାଡି କେନ୍ଦ୍ର ଗୁଡିକରେ…

ରାଜ୍ୟ ସରକାରଙ୍କ ଅନୁମତି ପରେ ଆରମ୍ଭ ହେବ ରତ୍ନ ଅଳଙ୍କାରର ଗଣତି ମଣତି ପ୍ରକ୍ରିୟା..

ପୁରୀ: ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକ ପରେ ରତ୍ନ ଭଣ୍ଡାର ଗଣତି ମଣତି ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଗୁରୁତ୍ୱ ସୂଚନା ଦେଇଛନ୍ତି । ସେ କହିଛନ୍ତି, ଗଣତି ମଣତି ନେଇ ବୈଠକରେ ଚିଠା ମାର୍ଗଦର୍ଶିକା ଅନୁମୋଦିତ ହୋଇଛି । ଏହା ରାଜ୍ୟ…

Rourkela Plane Crash: ରାଉରକେଲା ବିମାନ ଦୁର୍ଘଟଣାରେ ଗୁରୁତର ସୁଶାନ୍ତ ବିଶ୍ୱାଳ ଆଖିବୁଜିଲେ

ରାଉରକେଲା:ରାଉରକେଲା ବିମାନ ଦୁର୍ଘଟଣାରେ ଗୁରୁତର ସୁଶାନ୍ତ ବିଶ୍ୱାଳ ଆଖି ବୁଜିଛନ୍ତି । ଘରୋଇ ହସ୍‌ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ସୂଚନାଥାଉକି,ଗତ ଶନିବାର(୧୦ ତାରିଖ) ଭୁବନେଶ୍ୱରରୁ ରାଉରକେଲା ଯାଉଥିବା ଏକ ୯ ସିଟ୍ ବିଶିଷ୍ଟ ଇଣ୍ଡିଆ ଓ୍ବାନ୍‌ ଏୟାର ବିମାନ…