କ୍ରୀଡ଼ାବିତ୍ଙ୍କ ବିକାଶରେ କ୍ରୀଡ଼ା ସାମ୍ବାଦିକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ: କ୍ରୀଡ଼ା ସଚିବ
ଭୁବନେଶ୍ବର: ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ (ଓସଜା) ଆନୁକୂଲ୍ୟରେ କଳିଙ୍ଗ ଷ୍ଟାଡିୟମ୍ ଟେନିସ୍ କେନ୍ଦ୍ର ସମ୍ମିଳନୀ କକ୍ଷରେ ଆଜି ବିଶ୍ବ କ୍ରୀଡ଼ା ସାମ୍ବାଦିକ ଦିବସ ପାଳନ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟ କ୍ରୀଡ଼ା ଓ ଯୁବସେବା ସଚିବ ଭୂପେନ୍ଦ୍ର ସିଂ ପୁନିଆ…