ହୀରାକୁଦର ୧୬ ଗେଟ୍ ଖୋଲିବା ପରେ ବଢ଼ିଲା ବନ୍ୟା ଆଶଙ୍କା
ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇଥିଲା। ଫଳରେ ଗତକାଲି ୪ଟି ସ୍ଲୁଇସ ଗେଟକୁ ବନ୍ଦ କରି ଦିଆଯାଇଥିଲା। ହେଲେ ଆଜି ପୁଣି ୧୬ଟି ଗେଟ୍ ଖୋଲାଯାଇଛି। ଗେଟ୍ ଖୋଲାଯିବା ପରେ ବଢିଲା ବନ୍ୟା ଆଶଙ୍କା। ମୁଣ୍ଡଳୀ ନିକଟରେ ପ୍ରାୟ ୬ ଲକ୍ଷ ୫୦ ହଜାର କ୍ୟୁସେକ୍…