ପୂଜା ଖେଡକରଙ୍କ ସର୍ତ୍ତମୂଳକ ମଧ୍ୟବର୍ତ୍ତୀକାଳୀନ ଆଶ୍ୱସ୍ତିକୁ ବୃଦ୍ଧି କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ବହିଷ୍କୃତ ତାଲିମପ୍ରାପ୍ତ ଆଇଏଏସ୍ ଅଧିକାରୀ ପୂଜା ଖେଡକରଙ୍କ ମାମଲାରେ ସର୍ତ୍ତମୂଳକ ମଧ୍ୟବର୍ତ୍ତୀକାଳୀନ ଆଶ୍ୱସ୍ତିକୁ ବୃଦ୍ଧି କରିଛନ୍ତି । ବର୍ତ୍ତମାନ, ପୂଜା ଖେଡକରଙ୍କ ଗିରଫଦାରୀ ଉପରେ ପ୍ରତିବନ୍ଧକ ଜାରି ରହିବ ।
ସୁପ୍ରିମକୋର୍ଟ କହିଛନ୍ତି ଯେ ପୂଜା…