କାଜୁ ତୋଳାରୁ ଗୋଷ୍ଠୀ ସଂଘର୍ଷ, ୨୦ ଜଣ ଆହତ
ପୁରୀ: ଅସ୍ତରଙ୍ଗ ଅଞ୍ଚଳର ବାଲିଡିଆ ଗାଁରେ ଅଭାବନୀୟ ଘଟଣା ଘଟିଛି। ସରକାରୀ ଜମିରୁ କାଜୁ ତୋଳିବାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ପରିସ୍ଥିତି ଉପୁଜିଛି। ଏଥିରେ ୨୦ ଜଣ ଆହତ ହୋଇଛନ୍ତି। ୫ ଗୁରୁତରଙ୍କୁ ଭୁବନେଶ୍ଵର ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି।
ମିଳିଥିବା ସୂଚନା ଅନୁଯାୟୀ ଦେବୀ…